ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଓନମ୍ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 15 SEP 2024 8:36AM by PIB Bhubaneshwar

 

ଓନମ୍ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

ସମସ୍ତଙ୍କୁ ଓନମ୍ ଶୁଭକାମନା ସବୁଠାରେ ଶାନ୍ତି, ସମୃଦ୍ଧି ଏବଂ ସୁସ୍ଥ ପରିବେଶ ରହୁ ଏହି ପର୍ବ କେରଳର ଗୌରବମୟ ସଂସ୍କୃତିର ପ୍ରତୀକ ଏବଂ ସମଗ୍ର ବିଶ୍ୱରେ ମାଲାୟାଲୀ ସମ୍ପ୍ରଦାୟ ଦ୍ୱାରା ଉତ୍ସାହର ସହିତ ପାଳନ କରାଯାଇଥାଏ।

ഏവർക്കും സന്തോഷകരമായ ഓണം ആശംസിക്കുന്നു. എങ്ങും സമാധാനവും സമൃദ്ധിയും ക്ഷേമവും ഉണ്ടാകട്ടെ. കേരളത്തിന്റെ മഹത്തായ സംസ്ക്കാരം ആഘോഷിക്കുന്ന ഉത്സവം ലോകമെമ്പാടുമുള്ള മലയാളി സമൂഹം ആവേശത്തോടെ ആഘോഷിക്കുന്നു.”

SR


(रिलीज़ आईडी: 2055190) आगंतुक पटल : 64
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam