ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ସୋମନାଥ ଟ୍ରଷ୍ଟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପୋଷ୍ଟ କରାଯିବା ଦିନାଙ୍କ:
16 SEP 2024 7:53AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ସୋମନାଥ ଟ୍ରଷ୍ଟର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
“ଗାନ୍ଧିନଗରରେ ଶ୍ରୀ ସୋମନାଥ ଟ୍ରଷ୍ଟର ଏକ ବୈଠକରେ ଅଧ୍ୟକ୍ଷତା କଲି । ତୀର୍ଥଯାତ୍ରୀଙ୍କ ଅଭିଜ୍ଞତାକୁ ଅଧିକ ଭଲ କରିବା ପାଇଁ ତଥା ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସୁବିଧା ସୁଯୋଗକୁ ଅଧିକ ଉନ୍ନତ କରିବାକୁ ଆମେ ବିଭିନ୍ନ ପଦକ୍ଷେପ ନେଇଥିଲୁ ।”
SR
(ରିଲିଜ ଆଡି: 2055295)
ପରିଦର୍ଶକ କାଉଣ୍ଟର : 70
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam