ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଓଡ଼ିଶାର ଭୁବନେଶ୍ୱରରେ ନୂତନ ଘର ମାଲିକ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

प्रविष्टि तिथि: 17 SEP 2024 4:05PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲେ

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

 

ଭୁବନେଶ୍ୱରରେ ପହଞ୍ଚିବା ପରେ ଅନ୍ତର୍ଯ୍ୟାମୀ ନାୟକ ଓ ଯହଜା ନାୟକଙ୍କ ଘରକୁ ଯାଇଥିଲି। ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଉପକୃତ ହୋଇଛନ୍ତି ଏବଂ ଗର୍ବିତ ଘର ମାଲିକ ଅଟନ୍ତି । ନାତି ସୌମ୍ୟଜିତଙ୍କ ସମେତ ସେମାନଙ୍କ ପରିବାରକୁ ଭେଟିଥିଲି। ନାୟକ ପରିବାର ମଧ୍ୟ ସ୍ୱାଦିଷ୍ଟ କ୍ଷୀରି ପରିବେଷଣ କରିଥିଲେ।

******

P.S/Swadhin/Manoj


(रिलीज़ आईडी: 2055653) आगंतुक पटल : 77
इस विज्ञप्ति को इन भाषाओं में पढ़ें: Telugu , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Kannada , Malayalam