ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav g20-india-2023

ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

Posted On: 17 SEP 2024 4:02PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ୍‌ କରିଛନ୍ତି;

“ଚା’ ପିଇବା ସହ ଆନନ୍ଦଦାୟକ ବାର୍ତ୍ତାଳାପ ! ପିଏମ ଆବାସ ଯୋଜନାର ହିତାଧିକାରୀଙ୍କ ସହ ବସି ସେମାନଙ୍କ ଜୀବନ ଯାତ୍ରା ବିଷୟରେ ଶୁଣିଲି । ବିଶେଷ କରି ବହୁ ସଂଖ୍ୟକ ମହିଳା ଏହି ଯୋଜନାରେ ଉପକୃତ ହେଉଥିବା ଦେଖି ଖୁସି ଲାଗୁଛି। ଏହି ଯୋଜନା ଏବଂ ଏଭଳି ଅନ୍ୟ ଯୋଜନା କିପରି ଜୀବନରେ ପରିବର୍ତ୍ତନ ଆଣିଛି ସେ ବିଷୟରେ ସେମାନେ କହିଥିଲେ ।”

*******

P.S/Swadhin

 



(Release ID: 2055669) Visitor Counter : 46