ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରମୁଖ ସଚିବ ଡ.ପି.କେ.ମିଶ୍ରଙ୍କ ନେତୃତ୍ୱରେ ‘ମାଆଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ସାମିଲ ହେଲେ
ପୋଷ୍ଟ କରାଯିବା ଦିନାଙ୍କ:
17 SEP 2024 1:50PM by PIB Bhubaneswar
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରମୁଖ ସଚିବ ଡ.ପି.କେ ମିଶ୍ରଙ୍କ ନେତୃତ୍ୱରେ ‘ମାଆଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ଆଜି ସାମିଲ ହୋଇଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଏକ ସ୍ଥିର ଭବିଷ୍ୟତ ଦିଗରେ ମିିଳିତ ଭାବେ କାମ କରୁଛୁ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ର ଜୀଙ୍କ ନେତୃତ୍ୱରେ ଆଜି ସକାଳେ ‘ମାଆଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ସାମିଲ ହୋଇଛନ୍ତି ।
#एक_पेड़_माँ_के_नाम ”
SR
(ରିଲିଜ ଆଡି: 2055724)
ପରିଦର୍ଶକ କାଉଣ୍ଟର : 68
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam