ପୋଷ୍ଟ କରାଯିବା ଦିନାଙ୍କ:
27 SEP 2024 1:13PM by PIB Bhubaneswar
ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମ୍.କେ. ଷ୍ଟାଲିନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥିରୁ ଏମ୍.କେ. ଷ୍ଟାଲିନ୍ ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
SR