ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ଭାଗ ନେବାକୁ ଜନସାଧାରଣଙ୍କୁ ଆହ୍ୱାନ କଲେ
ପୋଷ୍ଟ କରାଯିବା ଦିନାଙ୍କ:
02 OCT 2024 9:39AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗାନ୍ଧୀ ଜୟନ୍ତୀ ଅବସରରେ ଦେଶର ଯୁବ ପିଢ଼ିଙ୍କ ସହ ସ୍ୱଚ୍ଛତା ଅଭିଯାନରେ ସାମିଲ ହୋଇଛନ୍ତି । ସ୍ୱଚ୍ଛ ଭାରତ ମିଶନକୁ ସଫଳ କରିବାକୁ ଆଜି ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ଭାଗ ନେବାକୁ ଜନସାଧାରଣଙ୍କୁ ମଧ୍ୟ ଶ୍ରୀ ମୋଦୀ ଅନୁରୋଧ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
“ଆଜି ଗାନ୍ଧୀ ଜୟନ୍ତୀ, ମୋ ଯୁବ ବନ୍ଧୁମାନଙ୍କ ସହ ମୁଁ ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ଭାଗ ନେଲି । ସ୍ୱଚ୍ଛ ଭାରତ ମିଶନକୁ ସୁଦୃଢ଼ କରିବାକୁ ଆଜିର ଦିନରେ ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମୁଁ ଆପଣ ସମସ୍ତଙ୍କୁ ମଧ୍ୟ ଅନୁରୋଧ କରୁଛି । #10YearsofSwachhBharat”
SR/Swadhin
(ରିଲିଜ ଆଡି: 2061043)
ପରିଦର୍ଶକ କାଉଣ୍ଟର : 87
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam