ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav g20-india-2023

ନବରାତ୍ରୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 03 OCT 2024 9:34AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

ସମସ୍ତ ଦେଶବାସୀଙ୍କୁ ନବରାତ୍ରୀ ଅବସରରେ ଶୁଭକାମନା ଶକ୍ତି ଉପାସନାର ଏହି ପବିତ୍ର ପର୍ବ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ, ଏହି କାମନା କରୁଛି ଜୟ ମାତା ଦି !”

 

SR      



(Release ID: 2061504) Visitor Counter : 13