ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

प्रविष्टि तिथि: 04 OCT 2024 9:03AM by PIB Bhubaneswar

ଆଜି ନବରାତ୍ରୀର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମା ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କରିଛନ୍ତି ଏବଂ ସମଗ୍ର ଦେଶକୁ ଅଶେଷ ଶୁଭେଚ୍ଛା ଜଣାଇଛନ୍ତି

ପ୍ରତ୍ୟେକ ଭକ୍ତଙ୍କୁ ସବୁ ଆହ୍ୱାନର ସମ୍ମୁଖୀନ ହେବାକୁ ଶକ୍ତି ଦେବାକୁ ଦେବୀଙ୍କ ନିକଟରେ ଶ୍ରୀ ମୋଦୀ ପ୍ରାର୍ଥନା କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

ନବରାତ୍ରୀର ଦ୍ୱିତୀୟ ଦିନରେ ସମସ୍ତ ଦେଶବାସୀଙ୍କ ପକ୍ଷରୁ ମା ବ୍ରହ୍ମଚାରିଣୀଙ୍କୁ ମୋର ବିଶେଷ ନମନ ମାଙ୍କ ନିକଟରେ ପ୍ରାର୍ଥନା ଯେ ତାଙ୍କର ଭକ୍ତମାନଙ୍କୁ ପ୍ରତ୍ୟେକ ଆହ୍ୱାନର ସମ୍ମୁଖୀନ ହେବାକୁ ଶକ୍ତି ପ୍ରଦାନ କରନ୍ତୁ

SR


(रिलीज़ आईडी: 2061986) आगंतुक पटल : 78
इस विज्ञप्ति को इन भाषाओं में पढ़ें: Telugu , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Kannada , Malayalam