ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନବରାତ୍ରୀର ପଞ୍ଚମ ଦିନରେ ଦେବୀ ସ୍କନ୍ଦମାତାଙ୍କୁ ପୂଜା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 07 OCT 2024 8:37AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନବରାତ୍ରୀର ପଞ୍ଚମ ଦିନରେ ଦେବୀ ସ୍କନ୍ଦମାତାଙ୍କୁ ପୂଜା କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

ମା ଦୁର୍ଗାଙ୍କର ପଞ୍ଚମ ସ୍ୱରୂପ ଦେବୀ ସ୍କନ୍ଦମାତାଙ୍କ ଚରଣରେ କୋଟି କୋଟି ପ୍ରଣାମ ! ସୁଖ ପ୍ରଦାୟିନୀ - ମୋକ୍ଷଦାୟିନୀ ମା ଙ୍କର ଆଶୀର୍ବାଦରୁ ସମସ୍ତଙ୍କର କଲ୍ୟାଣ ହେଉ ଏହି ଅବସରରେ ମା ଙ୍କର ଏକ ସ୍ତୁତି......”

 

SR     


(रिलीज़ आईडी: 2062714) आगंतुक पटल : 47
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam