ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ

प्रविष्टि तिथि: 07 OCT 2024 7:11PM by PIB Bhubaneshwar

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ ପୋଷ୍ଟ ହୋଇଛି:

“ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ @ncbn ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।”

SR


(रिलीज़ आईडी: 2063181) आगंतुक पटल : 66
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam