ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

प्रविष्टि तिथि: 07 OCT 2024 8:29PM by PIB Bhubaneswar

ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓସାଇ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ ପୋଷ୍ଟ ହୋଇଛି:

“ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ @vishnudsai ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”

SR


(रिलीज़ आईडी: 2063183) आगंतुक पटल : 69
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam