ପୋଷ୍ଟ କରାଯିବା ଦିନାଙ୍କ:
08 OCT 2024 6:35PM by PIB Bhubaneswar
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜିପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ପ୍ରଧାନମନ୍ତ୍ରୀଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।”
SR