ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିୟାଣାର ମୁଖ୍ୟମନ୍ତ୍ରୀ

प्रविष्टि तिथि: 09 OCT 2024 12:19PM by PIB Bhubaneshwar

ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି :

“ହରିୟାଣାର ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନିଙ୍କୁ ସାକ୍ଷାତ କଲି ଏବଂ ବିଧାନସଭା ନିର୍ବାଚନରେ ବିଜେପିକୁ ମିଳିଥିବା ଐତିହାସିକ ବିଜୟ ପାଇଁ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲି । ମୋର ବିଶ୍ୱାସ ଯେ ବିକଶିତ ଭାରତର ସଂକଳ୍ପରେ ହରିୟାଣାର ଭୂମିକା ଆହୁରି ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି ।”

 

SR     


(रिलीज़ आईडी: 2063414) आगंतुक पटल : 77
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam