ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଲୋକନାୟକ ଜୟପ୍ରକାଶଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 11 OCT 2024 8:50AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକନାୟକ ଜୟପ୍ରକାଶଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦେଶ ସମାଜ ପ୍ରତି ତାଙ୍କ ଅବଦାନକୁ ପ୍ରଶଂସା କରି ଶ୍ରୀ ମୋଦୀ କହିଛନ୍ତି, ଶ୍ରୀ ଜେପି ନାରାୟଣଙ୍କ ବ୍ୟକ୍ତିତ୍ୱ ଆଦର୍ଶ ପ୍ରତ୍ୟେକ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ

ଏକ୍ସ ରେ ଏକ ପୋଷ୍ଟରେ ସେ ଉଲ୍ଲେଖ କରିଛନ୍ତି:

ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜୟନ୍ତୀରେ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ସେ ଦେଶ ଏବଂ ସମାଜରେ ସକରାତ୍ମକ ପରିବର୍ତ୍ତନ ପାଇଁ ନିଜ ଜୀବନକୁ ସମର୍ପିତ କରିଥିଲେ ତାଙ୍କ ବ୍ୟକ୍ତିତ୍ୱ ଆଦର୍ଶ ପ୍ରତ୍ୟେକ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ

SR


(रिलीज़ आईडी: 2064107) आगंतुक पटल : 76
इस विज्ञप्ति को इन भाषाओं में पढ़ें: Telugu , English , Urdu , हिन्दी , Marathi , Manipuri , Assamese , Bengali , Punjabi , Gujarati , Tamil , Kannada , Malayalam