ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଜୟାଦଶମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 12 OCT 2024 8:50AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଜୟା ଦଶମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

ବିଜୟା ଦଶମୀ ଉପଲକ୍ଷେ ଦେଶବାସୀଙ୍କୁ ଅନେକ ଶୁଭକାମନା ମା ଦୁର୍ଗା ଏବଂ ଭଗବାନ ଶ୍ରୀ ରାମଙ୍କ ଆଶୀର୍ବାଦରୁ ଆପଣମାନେ ଜୀବନର ସମସ୍ତ କ୍ଷେତ୍ରରେ ବିଜୟୀ ହୁଅନ୍ତୁ, ଏହା ହିଁ ମୋର କାମନା


(रिलीज़ आईडी: 2064333) आगंतुक पटल : 67
इस विज्ञप्ति को इन भाषाओं में पढ़ें: Assamese , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam