ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ହରିୟାଣାର କୈଥଲରେ ସଡକ ଦୁର୍ଘଟଣାରେ ମୃତକଙ୍କ ପ୍ରତି ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପୋଷ୍ଟ କରାଯିବା ଦିନାଙ୍କ: 12 OCT 2024 1:48PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହରିୟାଣାର କୈଥଲରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ଜୀବନ ହାନୀ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :

“ହରିୟାଣାର କୈଥଲରେ ହୋଇଥିବା ସଡକ ଦୁର୍ଘଟଣା ହୃଦୟବିଦାରକ । ଏଥିରେ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କର ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା । ଭଗବାନ ସେମାନଙ୍କୁ ଏହି ଦୁଃଖ ସହିବାକୁ ଶକ୍ତି ଦିଅନ୍ତୁ । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାରେ ନିୟୋଜିତ ଅଛନ୍ତି ।”

 

SR


(ରିଲିଜ ଆଡି: 2064436) ପରିଦର୍ଶକ କାଉଣ୍ଟର : 64