ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜରାଟରେ କାନ୍ଥ ପଡ଼ି ଜୀବନ ହାନି ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

प्रविष्टि तिथि: 12 OCT 2024 5:09PM by PIB Bhubaneshwar

 

ଗୁଜରାଟର ମେହସଣା ଜିଲ୍ଲାରେ କାନ୍ଥ ପଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଶ୍ରୀ ମୋଦୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

ଗୁଜରାଟର ମେହସଣାରେ କାନ୍ଥ ପଡ଼ି ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ଏହି ଘଟଣାରେ ଯେଉଁମାନେ ନିଜ ଲୋକଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା ଏହି କଷ୍ଟ ସହିବାକୁ ଭଗବାନ ସେମାନଙ୍କୁ ଶକ୍ତି ଦିଅନ୍ତୁ ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି @narendramodi ”

ଗୁଜରାଟର ମେହସଣାରେ କାନ୍ଥପଡ଼ିବା ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରାଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ

SR


(रिलीज़ आईडी: 2064476) आगंतुक पटल : 56
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam