ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାର ପୀଡ଼ିତଙ୍କ ପାଇଁ ଅନୁକମ୍ପା ସହାୟତାକୁ ପ୍ରଧାନମନ୍ତ୍ରୀଙ୍କ ମଂଜୁର

प्रविष्टि तिथि: 12 OCT 2024 5:09PM by PIB Bhubaneshwar

 

ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଂଜୁର କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:

ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତାକୁ ପ୍ରଧାନମନ୍ତ୍ରୀ ମଂଜୁର କରିଛନ୍ତି ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ

SR


(रिलीज़ आईडी: 2064477) आगंतुक पटल : 58
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam