ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସ୍ୱାମୀ ସମର୍ଥଙ୍କ ସ୍ମୃତି ଫଳକ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ


ସମାଜ ପାଇଁ ଥିବା ତାଙ୍କ ଦୃଷ୍ଟିକୋଣ ଅନୁଯାୟୀ ସର୍ବଦା ଆମେ କାମ କରିବୁ: ପ୍ରଧାନମନ୍ତ୍ରୀ

प्रविष्टि तिथि: 14 OCT 2024 8:44PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱାମୀ ସମର୍ଥଙ୍କ ଏକ ସ୍ମୃତି ଫଳକ ଗ୍ରହଣ କରିଛନ୍ତି । ଆମ ସମାଜ ପ୍ରତି ଥିବା ତାଙ୍କ ଦୃଷ୍ଟିକୋଣ ଅନୁଯାୟୀ ସରକାର ସର୍ବଦା କାମ କରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

आज स्वामी समर्थ यांचे स्मृतिचिन्ह भेट म्हणून स्विकारण्याचे भाग्य मला लाभले. हे मी कायम जपणार आहे... त्यांचे उदात्त विचार आणि शिकवण कोट्यवधी लोकांना प्रेरणा देत आली आहे. त्यांचा आपल्या समाजाप्रति असलेला दृष्टिकोन प्रत्यक्षात आणण्यासाठी आम्ही सदैव प्रयत्नशील राहू.”

SR


(रिलीज़ आईडी: 2064882) आगंतुक पटल : 78
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam