ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

Posted On: 15 OCT 2024 10:05AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଖ୍ୟାତ ବୈଜ୍ଞାନିକ ତଥା ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ୍ କଲାମଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ :

“ବିଖ୍ୟାତ ବୈଜ୍ଞାନିକ ତଥା ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି । ଏକ ବିକଶିତ ଭାରତର ସଂକଳ୍ପ ହାସଲ ଦିଗରେ ତାଙ୍କର ଦୃଷ୍ଟିକୋଣ ଏବଂ ଚିନ୍ତାଧାରା ଦେଶ ପାଇଁ ବେଶ୍ ଉପଯୋଗୀ ହେବ ।”

 

SR   



(Release ID: 2064896) Visitor Counter : 15