ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

Posted On: 17 OCT 2024 9:59PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କର ଏକ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଜାତୀୟ ପ୍ରଗତିକୁ ଆଗକୁ ବଢ଼ାଇବା ଏବଂ ଗରିବ ତଥା ଦଳିତମାନଙ୍କୁ ସଶକ୍ତ କରିବା ପାଇଁ ପ୍ରତିବଦ୍ଧତାକୁ ସେ ନିଶ୍ଚିତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କର ଏକ ବୈଠକରେ ଅଧ୍ୟକ୍ଷତା କଲି । ଉତ୍ତମ ଶାସନ ତଥା ଲୋକମାନଙ୍କର ଜୀବନରେ ଉନ୍ନତି ଆଣିବା ପାଇଁ ଆମର ବ୍ୟାପକ ଆଲୋଚନା ହୋଇଥିଲା । ଜାତୀୟ ପ୍ରଗତିକୁ ଆଗକୁ ବଢ଼ାଇବା ଏବଂ ଗରିବ ତଥା ଦଳିତମାନଙ୍କୁ ସଶକ୍ତ କରିବା ପାଇଁ ଆମ ଗଠବନ୍ଧନ ପ୍ରତିବଦ୍ଧ ।”

 

 

SR     



(Release ID: 2065970) Visitor Counter : 9