ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜମ୍ମୁ ଏବଂ କାଶ୍ମୀରର ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 24 OCT 2024 6:45PM by PIB Bhubaneswar

 

ଜମ୍ମୁ ଏବଂ କାଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:

“ଜମ୍ମୁ ଏବଂ କାଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ @OmarAbdullah ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”

SR


(ରିଲିଜ ଆଡି: 2067956) ପରିଦର୍ଶକ କାଉଣ୍ଟର : 79