ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 30 OCT 2024 3:24PM by PIB Bhubaneshwar

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍) ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

 

SR


(ରିଲିଜ ଆଡି: 2069739) ପରିଦର୍ଶକ କାଉଣ୍ଟର : 41