ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜୟନ୍ତୀରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ପୋଷ୍ଟ କରାଯିବା ଦିନାଙ୍କ: 31 OCT 2024 7:32AM by PIB Bhubaneswar

 

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଭାରତର ଏକତା ଓ ଅଖଣ୍ଡତାର ସୁରକ୍ଷା ଦିଗରେ ତାଙ୍କ ଉତ୍ସର୍ଗୀକୃତ ମନୋଭାବକୁ ପ୍ରଶଂସା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଶତ ଶତ ନମନ । ରାଷ୍ଟ୍ରର ଏକତା ଓ ଅଖଣ୍ଡତା ରକ୍ଷା ତାଙ୍କର ଜୀବନର ସର୍ବୋଚ୍ଚ ପ୍ରାଥମିକତା ଥିଲା । ତାଙ୍କର ବ୍ୟକ୍ତିତ୍ୱ ଏବଂ କୃତିତ୍ୱ ଦେଶର ପ୍ରତ୍ୟେକ ପିଢ଼ିଙ୍କୁ ପ୍ରେରଣା ଦେବ ।”

SR


(ରିଲିଜ ଆଡି: 2069941) ପରିଦର୍ଶକ କାଉଣ୍ଟର : 97