ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 01 NOV 2024 9:10AM by PIB Bhubaneswar

 

ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ନିଜର ସମୃଦ୍ଧଶାଳୀ ଐତିହାସିକ ଐତିହ୍ୟ ପାଇଁ ପ୍ରସିଦ୍ଧି ଲାଭ କରିଥିବା ହରିୟାଣା ଦେଶର ବିକାଶରେ ସର୍ବଦା ଉଲ୍ଲେଖନୀୟ ଅବଦାନ ରଖିଛି । ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଏହାର ଅଭିବୃଦ୍ଧିରେ ଭାଗିଦାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଦେବା ସହ ମୁଁ ସେମାନଙ୍କର ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି ।”

 

SR


(ରିଲିଜ ଆଡି: 2070087) ପରିଦର୍ଶକ କାଉଣ୍ଟର : 75