ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 01 NOV 2024 9:10AM by PIB Bhubaneshwar

 

ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

ନିଜର ସମୃଦ୍ଧଶାଳୀ ଐତିହାସିକ ଐତିହ୍ୟ ପାଇଁ ପ୍ରସିଦ୍ଧି ଲାଭ କରିଥିବା ହରିୟାଣା ଦେଶର ବିକାଶରେ ସର୍ବଦା ଉଲ୍ଲେଖନୀୟ ଅବଦାନ ରଖିଛି ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଏହାର ଅଭିବୃଦ୍ଧିରେ ଭାଗିଦାର ସମସ୍ତ ଭାଇ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଦେବା ସହ ମୁଁ ସେମାନଙ୍କର ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି

 

SR


(रिलीज़ आईडी: 2070087) आगंतुक पटल : 57
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam