ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କେରଳ ପିରଭୀ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
01 NOV 2024 9:03AM by PIB Bhubaneswar
କେରଳ ପିରଭୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :
“କେରଳ ପିରଭୀ ଅଭିନନ୍ଦନ ! କେରଳ ରାଜ୍ୟ ଏହାର ମନ୍ତ୍ରମୁଗ୍ଧ ପରିଦୃଶ୍ୟ, ଜୀବନ୍ତ ପରମ୍ପରା ଏବଂ ପରିଶ୍ରମୀ ଲୋକମାନଙ୍କ ପାଇଁ ଜଣାଶୁଣା । କେରଳର ଲୋକମାନେ ସମଗ୍ର ବିଶ୍ୱରେ ଭିନ୍ନ ଭିନ୍ନ କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଆଗାମୀ ଦିନରେ ରାଜ୍ୟବାସୀ ଏହି ଅଭିବୃଦ୍ଧି ଜାରି ରଖନ୍ତୁ ।”
“കേരളപ്പിറവി ആശംസകൾ! മാസ്മരികമായ ഭൂപ്രകൃതിക്കും ഊർജസ്വലമായ പാരമ്പര്യത്തിനും കഠിനാധ്വാനികളായ ജനങ്ങൾക്കും പേരുകേട്ടതാണ് ഈ സംസ്ഥാനം. കേരളത്തിൽ നിന്നുള്ള ജനങ്ങൾ ലോകമെമ്പാടും, വിവിധ മേഖലകളിൽ തങ്ങളുടെ വ്യക്തിമുദ്ര പതിപ്പിച്ചിട്ടുണ്ട്. വരുംകാലങ്ങളിലും സംസ്ഥാനത്തെ ജനങ്ങൾ പുരോഗതി പ്രാപിക്കട്ടെ .”
SR
(ରିଲିଜ ଆଡି: 2070093)
ପରିଦର୍ଶକ କାଉଣ୍ଟର : 70
ଏହି ରିଲିଜ ପଢନ୍ତୁ :
Telugu
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Kannada
,
Malayalam