ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଛତିଶଗଡ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 01 NOV 2024 9:06AM by PIB Bhubaneswar

 

ଛତିଶଗଡର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

ସମସ୍ତ ଛତିଶଗଡବାସୀଙ୍କୁ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ମୋର ହାର୍ଦ୍ଦିକ ଶୁଭକାମନା ଗୌରବମୟ ଲୋକ ପରମ୍ପରା ଏବଂ ଆଦିବାସୀ ସଂସ୍କୃତିର ଏକ ଚମତ୍କାର ମିଳନ ଦ୍ୱାରା ସୁସଜ୍ଜିତ ଏହି ରାଜ୍ୟ ବିକାଶ ପଥରେ ଦ୍ରୁତ ଗତିରେ ଆଗକୁ ବଢ଼ିବାରେ ଲାଗିଛି

 

SR


(रिलीज़ आईडी: 2070096) आगंतुक पटल : 90
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam