ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉପରାଷ୍ଟ୍ରପତିଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 31 OCT 2024 10:45PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକରଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକରଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।”

 

SR

 


(ରିଲିଜ ଆଡି: 2070298) ପରିଦର୍ଶକ କାଉଣ୍ଟର : 53