ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଥିବାରୁ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 11 NOV 2024 1:34PM by PIB Bhubaneshwar

ଭାରତର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କ ଶପଥ ଗ୍ରହଣ ଉତ୍ସବରେ ଭାଗ ନେଲି, ଯିଏ କି ଭାରତର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କ କାର୍ଯ୍ୟକାଳ ପାଇଁ ବହୁତ ଶୁଭେଚ୍ଛା ।”

    SR


(रिलीज़ आईडी: 2072461) आगंतुक पटल : 54
इस विज्ञप्ति को इन भाषाओं में पढ़ें: Assamese , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam