ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 NOV 2024 8:52AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି :

“ତାଙ୍କ ଜୟନ୍ତୀରେ ମୁଁ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।”

 

SR     


(ରିଲିଜ ଆଡି: 2073218) ପରିଦର୍ଶକ କାଉଣ୍ଟର : 63