ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
19 NOV 2024 8:37AM by PIB Bhubaneshwar
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏକ୍ସର ଏକ ପୋଷ୍ଟରେ ସେ ଲେଖିଛନ୍ତି:
“ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ।”
SR
(रिलीज़ आईडी: 2076803)
आगंतुक पटल : 38
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam