ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ହେମନ୍ତ ସୋରେନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
28 NOV 2024 6:48PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନଙ୍କୁ ଅଭିନନ୍ଦନ । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭେଚ୍ଛା ।
@HemantSorenJMM”
SR
(ରିଲିଜ ଆଡି: 2078825)
ପରିଦର୍ଶକ କାଉଣ୍ଟର : 60
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam