ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଙ୍ଗଲ ମୁଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
Posted On:
29 NOV 2024 11:27AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିର୍ସା ମୁଣ୍ଡାଙ୍କ ବଂଶଧର ଶ୍ରୀ ମଙ୍ଗଲ ମୁଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ଭଗବାନ ବିର୍ସା ମୁଣ୍ଡାଙ୍କ ବଂଶଧର ମଙ୍ଗଲ ମୁଣ୍ଡାଙ୍କ ବିୟୋଗରେ ମୁଁ ଦୁଃଖିତ । ତାଙ୍କର ବିୟୋଗ ତାଙ୍କ ପରିବାର ସହ ଝାଡଖଣ୍ଡର ଜନଜାତୀୟ ସମାଜ ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି। ଏହି ଦୁଃଖ ସମୟରେ ଇଶ୍ୱର ତାଙ୍କ ପରିବାରକୁ ଶକ୍ତି ପ୍ରଦାନ କରନ୍ତୁ । ଓମ୍ ଶାନ୍ତି !”
SR
(Release ID: 2079073)
Read this release in:
English
,
Urdu
,
Hindi
,
Marathi
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam