ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ
Posted On:
29 NOV 2024 2:55PM by PIB Bhubaneshwar
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ସିଦ୍ଦରମୈୟା ଏବଂ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଡି.କେ. ଶିବକୁମାର ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ସିଦ୍ଦରମୈୟା @siddaramaiah ଏବଂ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଡିକେ ଶିବକୁମାର @DKShivakumar ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
SR
(Release ID: 2079076)
Read this release in:
English
,
Urdu
,
Hindi
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam