ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶର ରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
28 NOV 2024 1:16PM by PIB Bhubaneshwar
ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଲା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ହ୍ୟାଣ୍ଡେଲ୍ରେ ପୋଷ୍ଟ କରାଯାଇଛି :
“ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@RajBhavanHP”
SR
(ରିଲିଜ ଆଡି: 2079339)
ପରିଦର୍ଶକ କାଉଣ୍ଟର : 60
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Bengali-TR
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam