ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆସାମ ମୁଖ୍ୟମନ୍ତ୍ରୀ
प्रविष्टि तिथि:
02 DEC 2024 2:07PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା @himantabiswa ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ @narendramodi ଙ୍କୁ ଭେଟିଛନ୍ତି ।
@CMOfficeAssam"
SR
(रिलीज़ आईडी: 2079715)
आगंतुक पटल : 48
इस विज्ञप्ति को इन भाषाओं में पढ़ें:
Malayalam
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada