ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
10 DEC 2024 12:47PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ଲେଖାଯାଇଛି:
“ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ @DrMohanYadav51 ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି । @CMMadhyaPradesh”
SR
(ରିଲିଜ ଆଡି: 2083010)
ପରିଦର୍ଶକ କାଉଣ୍ଟର : 56
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam