ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି

प्रविष्टि तिथि: 12 DEC 2024 12:33PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ୍ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ଲେଖାଯାଇଛି:

“ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ Shri @Dev_Fadnavis ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।@CMOMaharashtra”

SR

 

 

  


(रिलीज़ आईडी: 2083633) आगंतुक पटल : 50
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam