ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୃଷକମାନଙ୍କର ଏକ ଦଳ ସହ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟସଭା ସାଂସଦ ଶରଦ ପାୱାର

प्रविष्टि तिथि: 18 DEC 2024 2:13PM by PIB Bhubaneshwar

ରାଜ୍ୟସଭା ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଶରଦ ପାୱାର କୃଷକମାନଙ୍କର ଏକ ଦଳ ସହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ୍ ପକ୍ଷରୁ ଲେଖାଯାଇଛି :

“ରାଜ୍ୟସଭା ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଶରଦ ପାୱାର, କୃଷକମାନଙ୍କର ଏକ ଦଳ ସହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

@PawarSpeaks

 

SR


(रिलीज़ आईडी: 2085705) आगंतुक पटल : 46
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam