ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ଓମ୍ ପ୍ରକାଶ ଚୌତାଲାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପୋଷ୍ଟ କରାଯିବା ଦିନାଙ୍କ:
20 DEC 2024 1:51PM by PIB Bhubaneswar
ଆଜି ହରିଆନାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଓମ୍ ପ୍ରକାଶ ଚୌତାଲାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।
ଏକ୍ସ ର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:
“ହରିଆନାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଓମ୍ ପ୍ରକାଶ ଚୌତାଲାଙ୍କ ପରଲୋକରେ ଅତ୍ୟନ୍ତ ଦୁଃଖିତ । ରାଜ୍ୟ ରାଜନୀତିରେ ସେ ବର୍ଷ ବର୍ଷ ଧରି ସକ୍ରିୟ ରହିଥିଲେ ଏବଂ ଚୌଧୁରୀ ଦେବୀଲାଲଙ୍କ କାମକୁ ଆଗକୁ ବଢ଼ାଇବା ଦିଗରେ ନିରନ୍ତର ପ୍ରୟାସ କରୁଥିଲେ । ଦୁଃଖର ଏହି ସମୟରେ ତାଙ୍କ ପରିଜନ ଓ ସମ୍ପର୍କୀୟଙ୍କ ପ୍ରତି ମୋର ଗଭୀର ସମବେଦନା । ଓମ୍ ଶାନ୍ତି ।”
SR
(ରିଲିଜ ଆଡି: 2086471)
ପରିଦର୍ଶକ କାଉଣ୍ଟର : 46
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam