ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାମାୟଣ ଓ ମହାଭାରତକୁ ଆରବୀ ଭାଷାରେ ଅନୁବାଦ ପାଇଁ ଅବଦୁଲ୍ଲା ଅଲ-ବରୁନ ଏବଂ ଅବଦୁଲ ଲତିଫ ଅଲ-ନସେଫଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

Posted On: 21 DEC 2024 7:03PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାମାୟଣ ଓ ମହାଭାରତର ଅନୁବାଦ ଅବଦୁଲ୍ଲା ଅଲ-ବରୁ ଏବଂ ଅବଦୁଲ ଲତିଫ ଅଲ-ନେସେଫଙ୍କୁ ଆରବୀ ଭାଷାର ଅନୁବାଦ ଏବଂ ପ୍ରକାଶନ କ୍ଷେତ୍ରରେ ସେମାନଙ୍କ ଉଦ୍ୟମ ପାଇଁ ପ୍ରଶଂସା କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

‘‘ରାମାୟଣ ଓ ମହାଭାରତର ଆରବୀ ଅନୁବାଦ ଦେଖି ଖୁସି ଲାଗୁଛି । ମୁଁ ଅବଦୁଲ୍ଲା ଅଲ-ବରୁ ଏବଂ ଅବଦୁଲ ଲତିଫ ଅଲ-ନସେଫଙ୍କୁ ଏହାର ଅନୁବାଦ ପ୍ରକାଶନ ପାଇଁ ସେମାନଙ୍କର ପ୍ରୟାସ ପାଇଁ ଅଭିନନ୍ଦନ ଜଣାଉଛି । ସେମାନଙ୍କ ପଦକ୍ଷେପ ବିଶ୍ୱସ୍ତରରେ ଭାରତୀୟ ସଂସ୍କୃତିର ଲୋକପ୍ରିୟତାକୁ ଦର୍ଶାଉଛି ’’

*********

P.S.


(Release ID: 2086897) Visitor Counter : 9