ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
23 DEC 2024 5:50PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୋଟିଏ ଏକ୍ସ ପୋଷ୍ଟରେ ଦର୍ଶାଯାଇଛି:
‘‘ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି।’’
*****
PS
(ରିଲିଜ ଆଡି: 2087438)
ପରିଦର୍ଶକ କାଉଣ୍ଟର : 60
ଏହି ରିଲିଜ ପଢନ୍ତୁ :
Bengali
,
Telugu
,
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Punjabi
,
Gujarati
,
Tamil
,
Kannada
,
Malayalam