ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ

प्रविष्टि तिथि: 25 DEC 2024 8:17PM by PIB Bhubaneshwar

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡ଼ୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ Shri @ncbn ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।

@AndhraPradeshCM”

SR


(रिलीज़ आईडी: 2088009) आगंतुक पटल : 42
इस विज्ञप्ति को इन भाषाओं में पढ़ें: Malayalam , English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada