ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
प्रविष्टि तिथि:
28 DEC 2024 4:04PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି :
“ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଭାରତ ପାଇଁ ତାଙ୍କର ସେବାକୁ ସର୍ବଦା ମନେ ରଖାଯିବ ।”
SR
(रिलीज़ आईडी: 2088663)
आगंतुक पटल : 42
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam