ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମହାରାଷ୍ଟ୍ର ରାଜ୍ୟପାଳ
प्रविष्टि तिथि:
27 DEC 2024 9:31PM by PIB Bhubaneswar
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ସି ପି ରାଧାକ୍ରିଷ୍ଣନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି ପି ରାଧାକ୍ରିଷ୍ଣନ ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
SR
(रिलीज़ आईडी: 2088791)
आगंतुक पटल : 51
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam