ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସମସ୍ତଙ୍କୁ ୨୦୨୫ର ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
01 JAN 2025 8:07AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତଙ୍କୁ ୨୦୨୫ର ଶୁଭକାମନା ଜଣାଇଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ଶୁଭ ବର୍ଷ ୨୦୨୫ !
ଏହି ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ, ସଫଳତା ଏବଂ ଅସୀମ ଆନନ୍ଦ ଆଣିଦେଉ । ସମସ୍ତେ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ ।”
SR
(ରିଲିଜ ଆଡି: 2089456)
ପରିଦର୍ଶକ କାଉଣ୍ଟର : 97
ଏହି ରିଲିଜ ପଢନ୍ତୁ :
Telugu
,
Kannada
,
English
,
Urdu
,
Marathi
,
हिन्दी
,
Manipuri
,
Bengali-TR
,
Assamese
,
Bengali
,
Punjabi
,
Gujarati
,
Tamil
,
Malayalam