ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେରଳ ରାଜ୍ୟପାଳ

ପୋଷ୍ଟ କରାଯିବା ଦିନାଙ୍କ: 10 JAN 2025 7:48PM by PIB Bhubaneswar

କେରଳ ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;

“କେରଳ ରାଜ୍ୟପାଳ @rajendraarlekar ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”

SR

 


(ରିଲିଜ ଆଡି: 2092364) ପରିଦର୍ଶକ କାଉଣ୍ଟର : 55