ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉପଗ୍ରହର ସଫଳ ଅନ୍ତରୀକ୍ଷ ଡକିଙ୍ଗ ପାଇଁ ଇସ୍ରୋକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 16 JAN 2025 1:36PM by PIB Bhubaneswar

 

ଉପଗ୍ରହର ସଫଳ ଅନ୍ତରୀକ୍ଷ ଡକିଙ୍ଗ ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇସ୍ରୋ ଏବଂ ସମଗ୍ର ଅନ୍ତରୀକ୍ଷ ସମୁଦାୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି କି ଆଗାମୀ ବର୍ଷ ମାନଙ୍କରେ ଭାରତର ମହତ୍ୱାକାଂକ୍ଷୀ ଅନ୍ତରୀକ୍ଷ ମିଶନ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଉପଗ୍ରହର ସଫଳ ଅନ୍ତରୀକ୍ଷ ଡକିଙ୍ଗ ପାଇଁ ଇସ୍ରୋର...ଆମର ବୈଜ୍ଞାନିକ ଏବଂ ସମ୍ପୂର୍ଣ୍ଣ ଅନ୍ତରୀକ୍ଷ ସମୁଦାୟକୁ ଅଭିନନ୍ଦନ । ଆଗାମୀ ବର୍ଷ ମାନଙ୍କରେ ଭାରତର ମହତ୍ୱାକାଂକ୍ଷୀ ଅନ୍ତରୀକ୍ଷା ମିଶନ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।”

SR


(ରିଲିଜ ଆଡି: 2093608) ପରିଦର୍ଶକ କାଉଣ୍ଟର : 60